Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜ୍ୟ ସରକାରକୁ ଜଙ୍କ୍ ଫୁଡ୍ ଓ ତେଲ ଚିନ୍ତା, ସମସ୍ତ ଜିଲାପାଳଙ୍କୁ ଚିଠି କରି ଦେଲେ କଡ଼ା ନିର୍ଦ୍ଦେଶ

Posted on November 30, 2025

ରାଜ୍ୟ ସରକାରକୁ ଜଙ୍କ୍ ଫୁଡ୍ ଓ ତେଲ ଚିନ୍ତା। ଏଣିକି ସବୁ ଅଙ୍ଗନବାଡି ସେଣ୍ଟର ଓ ଶିଶୁ ଯତ୍ନ କେନ୍ଦ୍ରରେ ଲାଗିବ ତେଲ ବୋର୍ଡ।ଏ ନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲା ମହିଳା ଓ ଶିଶୁ ବିକାଶ ବିଭାଗ। ତେବେ କେଉଁ ଖାଦ୍ୟରେ କେତେ ତେଲ ଅଛି ଦର୍ଶାଇବାକୁ କଡ଼ା ନିର୍ଦ୍ଦେଶ । ଏଥିସହ ଉଭୟ ଓଡ଼ିଆ ଏବଂ ଇଂରାଜୀରେ ବୋର୍ଡ ଲଗାଇବା ଏବଂ ଛଣା ଖାଦ୍ୟରେ କେତେ ତେଲ ବ୍ୟବହାର ହୋଇଛି ତାହା ଦର୍ଶାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme