Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘରେ କେହି ନଥିବା ବେଳେ ବୁଲାଇଲେ ଦୁର୍ବୃତ୍ତ

Posted on November 30, 2025

ଘରେ କେହି ନଥିବା ବେଳେ କଳା କନା ବୁଲାଇଲେ ଦୁର୍ବୃତ୍ତ। ୨୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଓ ଟଙ୍କା ଲୁଟ ହେଇଥିବା ଅଭିଯୋଗ ହୋଇଛି। ବାଲେଶ୍ଵର ଜିଲ୍ଲା ଭୋଗରାଇ କମର୍ଦ୍ଦା ଥାନା ଅନ୍ତର୍ଗତ ଗୁଣୁସାର୍ଥା ଗ୍ରାମର ତପନ କୁମାର ପାଣିଗ୍ରାହୀ ତାଙ୍କ ପରିବାର ସହିତ ଭୁବନେଶ୍ବର ଯାଇଥିଲେ। ହେଲେ ସକାଳୁ ଘରକୁ ଫେରିବା ବେଳକୁ ଘରର ମୁଖ୍ୟ ଫାଟକର ତାଲା କାଟି ଲୁଟ୍ ହୋଇଥିବା ଦେଖିବାକୁ ପାଇଥିଲେ। ଆଲମାରି ତାଡି ସୁନା, ରୂପା ଓ ନଗଦ ଟଙ୍କା ଲୁଟି ନେଇଥିବା ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ କମର୍ଦ୍ଦା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନବିନ ଆରମ୍ଭ କରିଛି। ଗୋଟିଏ ମାସରେ କମର୍ଦ୍ଦା ଥାନା ଅଞ୍ଚଳରୁ ତିନିଟି ଲୁଟକୁ ନେଇ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।.

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme