Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

  ନାବାଳକକୁ ହତ୍ୟା ସନ୍ଦେହ

Posted on September 30, 2025

 

ନାବାଳକକୁ ମାରି ଫିଙ୍ଗିଦେଲେ । ନିଖୋଜ ନାବାଳକର ମୃତଦେହ ଉଦ୍ଧାର । ଗଂଜାମ ଜିଲ୍ଲା ଗଙ୍ଗାପୁର ଥାନା ଖଣ୍ଡରାବଳୀ ଗାଁ ନିକଟ କାଜୁ ଜଙ୍ଗଲରୁ ନାବାଳକର ମୃତଦେହ ଠାବ ହୋଇଛି । ମୃତ ଛାତ୍ର ନବମ ଶ୍ରେଣୀରେ ଛାତ୍ର ଅମର ବିଷୋୟୀ । ଆଜି ସକାଳୁ ତାଙ୍କ ଗଳିତ ମୃତଦେହ ଖଣ୍ଡରାବଳୀ-ରାମନା ପଲ୍ଲୀ ରାସ୍ତା କଡ଼ରୁ ମିଳିଛି । ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରୁଛନ୍ତି ଘର ଲୋକେ । ଗାଙ୍ଗପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ କରୁଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme