Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଡାକଘରୁ ଚୋରି, ଲକର ଭାଙ୍ଗି ପ୍ରାୟ ୩୦ ଲକ୍ଷ ଟଙ୍କାର ଲୁଟ୍

Posted on December 1, 2025

ବୌଦ୍ଧ ସହର ମୁଖ୍ୟ ଡାକଘରୁ ଚୋରି। ପ୍ରାୟ ୩୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ବୌଦ୍ଧ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କେତେ ଚୋରି ହୋଇଛି ତାହାର ସ୍ପଷ୍ଟ ସୂଚନା ମିଳିପାରି ନାହିଁ। 

ସୂଚନାନୁଯାୟୀ, ବୌଦ୍ଧ ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳ ପୋଡାପୋଡାରେ ବୌଦ୍ଧ ମୁଖ୍ୟ ଡାକଘର ରହିଛି। ରବିବାର କାର୍ଯ୍ୟାଳୟ ବନ୍ଦ ରହିଥିଲା। ସୋମବାର କାର୍ଯ୍ୟାଳୟ ଖୋଲିବା ପାଇଁ କର୍ମଚାରୀମାନେ ପହଞ୍ଚି ଦେଖିଲା ବେଳକୁ ଡାକଘରର ପଛପଟ ଗ୍ରୀଲ ଭାଙ୍ଗା ହୋଇଛି। କେହି ଦୁର୍ବୃତ୍ତ ଡାକଘର ଲକର ଭାଙ୍ଗି ସମସ୍ତ ଟଙ୍କା ଚୋରି କରି ନେଇଛି। ଲକରରେ କେତେ ଟଙ୍କା ଥିଲା ତାହା ସ୍ପଷ୍ଟ ହୋଇନଥିବା ବେଳେ ୩୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଚୋରି ହୋଇଥିବା ଚର୍ଚ୍ଚା ହେଉଛି। ଖବର ପାଇ ବୌଦ୍ଧ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme