Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ

Posted on December 2, 2025

ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ। ଚମ୍ପଟ ମାରିବା ବେଳେ କାବୁକରି ଛେଚିଲେ ଗ୍ରାମବାସୀ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ନିକଟ ଗୋପାଳପୁର ରାସ୍ତାରେ ଏହି ଘଟଣା ଘଟିଛି । ସୂଚନା ମୁତାବକ, ଗୋପାଳପୁର ରାସ୍ତାରେ ମହିଳା ଜଣଙ୍କ ଯାଉଥିବା ବେଳେ ଦୁର୍ବୁତ୍ତ ଜଣକ ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ କରି ଚମ୍ପଟ ମାରିଥିଲେ । ସେହି ସମୟରେ ଗ୍ରାମବାସୀ ଯୁବକଙ୍କୁ କାବୁ କରିଥିଲେ। ଏହାପରେ ଯୁବକଙ୍କୁ ଏକ ଘରେ ତାଲା ପକାଇ ଅଟକ ରଖି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଦିଗପହଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme