Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କଲେଜ୍ ଯିବା ବେଳେ ଚଢିଗଲା ହାଇୱା, ଜଣେ ମୃତ

Posted on December 2, 2025

କଲେଜ୍ ଯିବା ବେଳେ ଚଢିଗଲା ହାଇୱା। ଜଣେ ଛାତ୍ର ମୃତ ଅନ୍ୟ ୨ ଜଣ ଗୁରୁତର। ଜେନାପୁର ଥାନା ରମ୍ପେଇ ବଜାର ନିକଟସ୍ଥ କୁରକଣା ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

ସୂଚନାନୁଯାୟୀ, ମଙ୍ଗଳବାର ସକାଳ ପ୍ରାୟ ୯ଟାରେ ୩ ଜଣ ଛାତ୍ର ସାଇକେଲ୍ ଯୋଗେ ଚଢେଇଧରା କଲେଜ ଯାଉଥିଲେ। ପଛପଟୁ ଏକ ହାଇୱା ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ରମ୍ପେଇ ଗ୍ରାମର ଶତ୍ରୁଘନ ନାୟକଙ୍କ ପୁଅ ଚିନ୍ମୟ ନାୟକ ଉପରେ ଗାଡି ଚଢ଼ି ଯାଇଥିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିଲେ। ତାଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ହାଇୱାକୁ ଜାଳି ଦେଇଛନ୍ତି। ଘଟଣାସ୍ଥଳରେ ଜେନାପୁର ପୁଲିସ ପହଞ୍ଚି ନଥିବା ଦେଖିବାକୁ ମିଳିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme