Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଭିଯୋଗ ଆସିବା ପରେ ୟୁଟ୍ୟୁବ ଚ୍ୟାନେଲରେ କ୍ଷମା ପ୍ରାର୍ଥନା କଲେ ଶୁଭଙ୍କର ମିଶ୍ରା

Posted on December 3, 2025

କ୍ଷମା ମାଗିଲେ ଶୁଭଙ୍କର ମିଶ୍ରା। ଶ୍ରୀମନ୍ଦିର ଉପରେ ଶୁଭଙ୍କର ମିଶ୍ରାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ନିଜ ୟୁଟ୍ୟୁବ ଚ୍ୟାନେଲରେ କ୍ଷମା ପ୍ରାର୍ଥନା କଲେ ଶୁଭଙ୍କର। ଅଭିଯୋଗ ଆସିବା ପରେ ବିବାଦୀୟ ଭିଡିଓକୁ ନିଜ ୟୁଟ୍ୟୁବ ଚ୍ୟାନେଲରୁ ହଟାଇଦେଇଛନ୍ତି ଶୁଭଙ୍କର । ମୁଁ କୌଣସି ଗୁଜବ ପ୍ରଚାର କରିନି ।

ଓଡ଼ିଆ ଭାଇଭଉଣୀଙ୍କୁ ଆଘାତ ଲାଗିଥିଲେ ହୃଦୟରୁ କ୍ଷମା ପ୍ରାର୍ଥନା କରୁଛି । ମୋ କଥା ଆଘାତ ଦେଇଥିଲେ ଜଗନ୍ନାଥପ୍ରେମୀଙ୍କୁ କ୍ଷମା ମାଗୁଛି କହିଛନ୍ତି ଶୁଭଙ୍କର । ଶ୍ରୀମନ୍ଦିରକୁ ପ୍ରେମୀଯୁଗଳ ଗଲେ ବାହାଘର ସଫଳ ହୋଇନପାରେ ବୋଲି ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଶ୍ରୀମନ୍ଦିର ଉପରେ ରାଧାରାଣୀଙ୍କ ଅଭିଶାପ ପଡିଛି ବୋଲି କହିଥିଲେ ଶୁଭଙ୍କର । ଏହି ବିବାଦୀୟ ମନ୍ତବ୍ୟ ପରେ ପ୍ରବଳ ବିରୋଧ ଦେଖାଦେଇଥିଲା । ଏନେଇ ସିଂହଦ୍ବାର ଥାନାରେ ଏତଲା ଦେଇଥିଲେ ବରିଷ୍ଠ ସେବାୟତ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme