Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ସାଂଘାତିକ ମାମଲା ରୁଜୁ

Posted on December 3, 2025

ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଏତଲା । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟାରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟାରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

ଗତ ମାସ ୨୦ ତାରିଖରେ ପ୍ରେସର କୁକୁର ଫାଟି କୋଷାଗୁମୁଡା ବ୍ଲକ କାକଡ଼ି ସେମଳା ସ୍କୁଲ ଛାତ୍ର ଧନେଶ୍ୱର ଭତ୍ରା ଆହତ ହୋଇଥିଲା । ୨୮ ତାରିଖ ରାତିରେ ସ୍କୁଲ ପାଚେରୀ ଡେଇଁ ଆହତ ଛାତ୍ରକୁ ରାତି ଅଧରେ ହଷ୍ଟେଲ ପରିସରରୁ ଆଣି ଉନ୍ନତ ଚିକିତ୍ସା ପାଇଁ ଜିଲ୍ଲାପାଳଙ୍କୁ ହସ୍ତାନ୍ତର କରିଥିଲେ । ଏହି ସମୟରେ ବାକ୍ ସଂଯମତା ହରାଇ ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲକାଙ୍କୁ ଫାୟାରିଂ କରିଦେବେ ବୋଲି ଖୋଲାଖୋଲି ଧମକ ଦେଇଥିଲେ ପ୍ରଦୀପ ମାଝୀ । ଏହି ଘଟଣାର ୩ ଦିନ ପରେ ନବରଙ୍ଗପୁର ଥାନାରେ ପ୍ରଦୀପ ମାଝୀଙ୍କ ବିରୋଧରେ ମାମଲା ଦାୟର କରିଛନ୍ତି ଜିଲ୍ଲା ମଙ୍ଗଳ ଅଧିକାରୀ । ନିଜ ଜୀବନ ପ୍ରତି ବିପଦ ଥିବା ସେ ଏତଲାରେ ଦର୍ଶାଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme