Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଯୁବକଙ୍କ କ୍ଷତାକ୍ତ ମୃତଦେହ ଠାବ, ହତ୍ୟା ସନ୍ଦେହ

Posted on December 3, 2025

ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ ଜଣେ ଅଜଣା ଯୁବକଙ୍କ କ୍ଷତାକ୍ତ ମୃତଦେହ ରାସ୍ତାକଡ଼ରେ ପଡ଼ି ରହିଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ , ହେଲମେଟ ଓ ବାଇକ୍ ଥିବାବେଳେ ମୃତ ଯୁବକଙ୍କ ଡାହାଣ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୁହଁ ତଳକୁ କରି ପଡ଼ିରହିଛି ଯୁବକଙ୍କ ମୃତଦେହ।

ଖବର ପାଇ ଦଶପଲ୍ଲା ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ସମସ୍ତ ସାମଗ୍ରୀ ଜବତ କରି  ସବୁ ଦିଗକୁ ଅନୁଧ୍ୟାନ କରି ତଦନ୍ତ ଚଳାଇଛି। ସେପଟେ ଗତ କିଛି ଦିନ ଧରି ଦଶପଲ୍ଲା ଅଞ୍ଚଳର ଚଢ଼େୟାପଲି ଜଙ୍ଗଲରେ ମାଓବାଦୀ ଥିବା ନେଇ ଚର୍ଚ୍ଚା ହେଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme