Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ

Posted on December 3, 2025

ପୁଣି ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ ମିଳିଛି । ଦିଲ୍ଲୀର ଏହି ୨ଟି ରାମଜସ କଲେଜ ଏବଂ ଦେଶ ବନ୍ଧୁ କଲେଜକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଯାହା ଇ-ମେଲ୍ ଦ୍ବାରା ମିଳିଥିବା ସୂଚନା ରହିଛି । ସୂଚନା ପାଇ ବମ୍ ସ୍କ୍ବାର୍ଡ ଏବଂ ଦିଲ୍ଲୀର ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସନ୍ଦିଗ୍ଧଙ୍କ ସୂଚନା ମିଳିନାହିଁ ।

ସୂଚନାନୁଯାୟୀ, ବୋମା ଧମକ ମିଳିବା ପରେ ଦିଲ୍ଲୀର ୨ଟି କଲେଜରେ ବମ୍ ସ୍କ୍ବାର୍ଡ ଏବଂ ଦିଲ୍ଲୀ ପୋଲିସ ପହଞ୍ଚି ସର୍ଚ୍ଚ ଅପରେସନ୍ ଆରମ୍ଭ କରିଛନ୍ତି । ଏହି ଘଟଣାକୁ ରୋକିବା ପାଇଁ ସୁରକ୍ଷା ପ୍ରୋଟୋକଲ୍ ଅନୁସାରେ କାର୍ଯ୍ୟାନୁଷ୍ଠାନ ତୁରନ୍ତ ନିଆଯାଇଥିଲା । କିନ୍ତୁ ଏପର୍ଯ୍ୟନ୍ତ ସେମିତି କୌଣସି ସନ୍ଦିଗ୍ଧ ବସ୍ତୁ ମିଳିନାହିଁ । ପରିସ୍ଥିତି ଉପରେ ନଜର ରଖିବା ସହିତ ଏହି ଧମକର ସତ୍ୟତାକୁ ଯାଞ୍ଚ କରୁଛି ପୋଲିସ ।

ଆପଣଙ୍କୁ ଜଣାଇ ରଖୁଛୁ ଯେ ଏପରି ଧମକ ମିଳିବା ପ୍ରଥମ ଥର ନୁହେଁ ପୂର୍ବରୁ ଦିଲ୍ଲୀ ସ୍କୁଲକୁ ଧମକ ମିଳିଥିଲା । କିଛି ଦିନ ପୂର୍ବରୁ ମୁମ୍ବାଇ ଏୟାରପୋର୍ଟର ଇଣ୍ଡିଗୋ ବିମାନକୁ ମଧ୍ୟ ଧମକ ମିଳିଥିଲା । ଯାହାଫଳରେ ବିମାନଟି ଏମରଜେନ୍ସି ଲ୍ୟାଣ୍ଡିଂ କରିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme