Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀକ୍ଷେତ୍ରକୁ ନିଶାମୁକ୍ତ କରିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ; ବଡ଼ଦାଣ୍ଡରେ ମଦ ମନା

Posted on September 30, 2025

ଶ୍ରୀମନ୍ଦିରର ୧କିମି ପରିଧି କିମ୍ବା ବଡ଼ଦାଣ୍ଡରେ ବିକ୍ରି ହେବନି ମଦ । ଶ୍ରୀକ୍ଷେତ୍ରକୁ ନିଶାମୁକ୍ତ କରିବା ପାଇଁ ମୋହନ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ମନ୍ଦିର ଚତୁଃପାର୍ଶ୍ୱରେ ମାଦକ ଦ୍ରବ୍ୟ ବିକ୍ରିକୁ ସମ୍ପୂର୍ଣ୍ଣ ଭାବେ ବ୍ୟାନ କରାଯାଇଛି । ସେହିପରି ବଡ଼ଦାଣ୍ଡରେ ଗୋଟିଏ ବି ମଦ ଦୋକାନ ରହିବ ନାହିଁ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

ଏହାଛଡ଼ା ବଡଦାଣ୍ଡକୁ ସଂଯୋଗ କରୁଥିବା ସମସ୍ତ ଛୋଟ ଛୋଟ ରାସ୍ତାରେ ବି ଆମିଷ ବିକ୍ରିକୁ ବାରଣ କରାଯାଇଛି । ଏହାକୁ ଖିୁବ୍ ଶୀଘ୍ର କାର୍ଯ୍ୟକାରୀ କରାଯିବ । ଆଧ୍ୟାତ୍ମିକତାର ସୁରକ୍ଷା ଏବଂ ମନ୍ଦିର ଚାରିପାଖରେ ମଦ ବିକ୍ରି ବନ୍ଦ ନେଇ ପଲିସି ଆସିବା ପରେ ଏହାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯିବ ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (905)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme