Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରଲର ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ, ମୃତକଙ୍କ ପରିଚୟ ଅସ୍ପଷ୍ଟ

Posted on December 6, 2025

ଟ୍ରଲର ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ୧୪୩ ନଂ ଜାତୀୟ ରାଜପଥ ଗମଲେଇ ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି।

ସୂଚନାନୁଯାୟୀ, ଶନିବାର ସକାଳେ ୨ ଜଣ ଆରୋହୀ ନରେନ୍ଦ୍ର ପଟୁ ରାଜାମୁଣ୍ଡା ଆଡକୁ ଯାଉଥିଲେ। ଏହି ସମୟରେ ଗମଲେଇ ଛକରେ ପଛରୁ ଆସୁଥିବା ଏକ ଟ୍ରଲର ବାଇକ୍‌କୁ ଧକ୍କା ଦେଇ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ୨ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme