Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗହଣା କିଣିବା ପୂର୍ବରୁ ଦାମ୍ ଉପରେ ନଜର ପକାନ୍ତୁ ଦର….

Posted on December 6, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୦,୧୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୯,୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୦,୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୯,୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୦,୩୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୯,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୧,୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୦,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୦,୧୫୦ ଓ ୧,୧୯,୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୯୦,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme