Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୯ ତାରିଖରେ ବାରବାଟୀ ଧମାକା! ଇଣ୍ଡିଆ-ଦକ୍ଷିଣ ଆଫ୍ରିକା ଟକ୍କର ପାଇଁ କାଉଣ୍ଟଡାଉନ୍ ଆରମ୍ଭ।

Posted on December 7, 2025

ବଢ଼ୁଛି ବାରବାଟୀ ରୋମାଞ୍ଚ । ଆରମ୍ଭ ହୋଇଛି କାଉଣ୍ଟଡାଉନ । ମଝିରେ ଆଉ ଗୋଟିଏ ଦିନ । ୯ ତାରିଖରେ ବାରବାଟୀ ଟକ୍କର । ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା। ପ୍ରସ୍ତୁତି ପ୍ରାୟ ଚୂଡ଼ାନ୍ତ । ଆଜି ଦୁଇ ଦଳର ସବୁ ଖେଳାଳି ଆସି ପହଞ୍ଚିବେ । ୫ ତାରିଖରେ ଦକ୍ଷିଣ ଆଫ୍ରିକାର କିଛି ଖେଳାଳି ପହଞ୍ଚିଥିଲେ ।

ଗତକାଲି ହାର୍ଦ୍ଦିକ ପାଣ୍ଡ୍ୟା ପହଞ୍ଚିଛନ୍ତି । ଆଜି ଅନ୍ୟ ଖେଳାଳିମାନେ ପହଞ୍ଚିବେ । ଓସିଏ ପକ୍ଷରୁ ଖେଳାଳିଙ୍କୁ ସ୍ୱାଗତ କରିବା ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଖେଳାଳିଙ୍କୁ ବିମାନ ବନ୍ଦରରୁ ହୋଟେଲକୁ ଅଣାଯିବ । ଗତକାଲି ପାଣ୍ଡ୍ୟା ଆସିବା ବେଳେ ରାସ୍ତାର ବିଭିନ୍ନ ସ୍ଥାନରେ ଫ୍ୟାନମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme