Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୋଖରୀର ପାଣି ନେଲା ଜୀବନ: ୮ ବର୍ଷୀୟା ମୃତ, ସାଙ୍ଗ ଉଦ୍ଧାର

Posted on December 7, 2025

ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ଖଣ୍ଡଅଧୀନ ଚୁଡ଼ଙ୍ଗପୁର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ୮ ବର୍ଷୀୟା ନାବାଳିକା ସୋନାଲିଙ୍କ ମୃତ୍ୟୁ ଘଟିଛି।

ସ୍ଥାନୀୟ ସୂତ୍ର ଅନୁସାରେ, ସୋନାଲି ତାଙ୍କ ସାଙ୍ଗ ରାଜେଶ୍ୱରୀ ସହ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଏହି ସମୟରେ ସୋନାଲି ପାଣିରେ ବୁଡିଯାଉଥିବା ବେଳେ ତାଙ୍କୁ ରକ୍ଷା କରିବାକୁ ଗଲା ରାଜେଶ୍ୱରୀ ମଧ୍ୟ ପାଣିରେ ତଳିଗଲା।

ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କାମରେ ଯୋଗଦେଇଥିବା ବେଳେ ରାଜେଶ୍ୱରୀଙ୍କୁ ଜୀବିତରେ ବାହାର କରାଯାଇଛି ଏବଂ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। କିନ୍ତୁ ସୋନାଲିଙ୍କୁ ବଞ୍ଚାଇବା ସମ୍ଭବ ହୋଇନି।

ଘଟଣାସ୍ଥଳକୁ ପହଞ୍ଚିଥିବା ଦିଗପହଣ୍ଡି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme