Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପିଏଚଡି ପାଇପ ଫାଟିଯିବାରୁ ବସ୍ତା ବସ୍ତା ଧାନ ନଷ୍ଟ

Posted on December 11, 2025

ପାଣିରେ ଭାସିଲା ବସ୍ତା ବସ୍ତା ଧାନ । ପିଏଚଡି ପାଇପ ଫାଟିଯିବାରୁ ପ୍ରାୟ ୭୦୦ ବସ୍ତା ଧାନ ପାଣିରେ ଭିଜି ନଷ୍ଟ ହୋଇଯାଇଛି । ସମ୍ବଲପୁର ଭତରା ହସ୍ପିଟାଲ ରୋଡ ପାଖ ଖଳାରେ ଥିବା ଚାଷୀ କୁବେର ଭୁକ୍ତାଙ୍କ ଖଳାରେ ଏଭଳି ଘଟଣା ଘଟିଛି ।

ଗତକାଲି ରାତି ୧୦ଟାରୁ ପାଇପ ଫାଟି ପାଣି ଲିକେଜ ହୋଇ ପ୍ରାୟ ୭ଲକ୍ଷ ଟଙ୍କାର ଧାନ ନଷ୍ଟ ହୋଇଯାଇଛି । ଏବେ ଭିଜା ଧାନକୁ ନେଇ କଣ କରିବେ ତାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି । ଏହି ଧାନ ଆଉ ବିକ୍ରି ହୋଇପାରିବ ନାହିଁ । ପିଏଚଡି ଅଧୀନରେ ଥିବା ଶିବଶକ୍ତି ଠିକା ସଂସ୍ଥାର ଭୁଲ ପାଇଁ ଏଭଳି ହୋଇଥିବା ଅଭିଯୋଗ କରିଛନ୍ତି କୁବେର ଭୁକ୍ତା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme