Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ଛତିଶା ନିଯୋଗ ବୈଠକ

Posted on December 12, 2025

ଶ୍ରୀମନ୍ଦିରରେ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପହିଲି ଭୋଗ । ଏହି ପହିଲି ଭୋଗ ନୀତି ନିର୍ଦ୍ଧାରିତ ସମୟରେ ସମ୍ପାଦନ କରିବା ନିମନ୍ତେ ଶୁକ୍ରବାର ଛତିଶା ନିଯୋଗ ବୈଠକ ବସିବାକୁ ଯାଉଛି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅପରାହ୍ଣ ୫ଟାରେ ବସିବ ।

ଆସନ୍ତା ୧୬ ତାରିଖରୁ ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ପହିଲି ଭୋଗ ନୀତି ନିର୍ଘଣ୍ଟ ଅନୁମୋଦନ, ଜାନୁଆରୀ ୩ ରେ ଦେବାଭିଷେକ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଓ ୧୪ ଜାନୁଆରୀରେ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ଆଲୋଚନା ହେବ । ଛତିଶା ନିଯୋଗ ଚୂଡ଼ାନ୍ତ ନିଷ୍ପତ୍ତିକୁ ଅନୁମୋଦନ କରିବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme