Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଜଣା ଗାଡି ଧକ୍କାରେ ଭାଲୁ ମୃତ।

Posted on December 14, 2025

କାମାକ୍ଷାନଗର ଉପଖଣ୍ଡ ଭୁବନ ରେଞ୍ଜ ଭୁଷଳ ଛକ( NHAI 53 ) ଠାରେ ଅଜଣା ଗାଡି ଧକ୍କାରେ ଏକ ବଡ ଭାଲୁ ମୃତ। ବନବିଭାଗ ପକ୍ଷରୁ ପ୍ରକାଶ ଏହି ବନାଞ୍ଚଳ ଅଧିନ ଭର୍ତ୍ତି ପାହାଡ ଜଙ୍ଗଲରୁ ଭାଲୁଟି ପାଣି ପିଇବା ପାଇଁ ଜାତୀୟ ରାଜପଥ ୫୩ ପାର ହେଉଥିବା ସମୟରେ ଥାନା ଛକ ନିକଟରେ ଦୁର୍ଘଟଣା ଘଟିଥିଲା। ତେବେ ମୃତ ଭାଲୁଟିକୁ ବନବିଭାଗ ପକ୍ଷରୁ ଜବତ କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme