Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କ୍ରୀଡ଼ା ସାମଗ୍ରୀ ଦୋକାନରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ

Posted on December 15, 2025

ଜଳିଗଲା ସୋ ରୁମ୍ । କ୍ରୀଡ଼ା ସାମଗ୍ରୀ ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବନମାଳି ସ୍ପେର୍ଟସ ଏଣ୍ଟର ପ୍ରାଇଜେସରେ ଅଗ୍ନିକାଣ୍ଡ । ସ୍ଥାନୀୟ ଲୋକେ ଦୋକାନରେ ନିଆଁ ଲାଗି ଥିବା ଦେଖି ଦୋକାନ ମାଲିକଙ୍କୁ ଖବର ଦେଇଥିଲେ । ଡୁଙ୍ଗୁରିପାଲି ଅଗ୍ନିଶମ ବିଭାଗ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

ତେବେ ନିଆଁରେ ଜଳି ପୋଡି ପାଉଁଶ ହୋଇଯାଇଛି ଲକ୍ଷାଧିକ ଟଙ୍କାର ସାମଗ୍ରୀ । କେମିତି ସୋ ରୁମରେ ନିଆଁ ଲାଗିଲା କାରଣ ଅସ୍ପଷ୍ଚ ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme