Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘୋଡ଼ାହାଡ଼ ନଦୀରେ ବନ୍ୟା: ଆସିକା, ଦିଗପହଣ୍ଡି ଓ ପାଟପୁରକୁ ଯୋଗାଯୋଗ ବିଚ୍ଛିନ୍ନ

Posted on October 3, 2025

ଗଞ୍ଜାମ ଜିଲ୍ଲା ଘୋଡ଼ାହାଡ଼ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି । ଗୁରୁବାର ସନ୍ଧ୍ୟା ପ୍ରାୟ ୬ ଟାରୁ ଘୋଡ଼ାହାଡ଼ ନଦୀର ପାଟପୁର – ପଳାଶପୁର ବ୍ରିଜ୍‌ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ଯାହା ଫଳରେ ଆସିକା, ପାଟପୁର ଓ ଦିଗପହଣ୍ଡିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

ସେହିପରି ହରିଣା ଗ୍ରାମ ନିକଟ ଘୁଷୁରୀ ନାଳ ବ୍ରିଜ୍‌କୁ ସଂଯୋଗ କରୁଥିବା ଖୁଲୁଡ଼ି – ନୂଆଗଡ଼ ରାସ୍ତା ବର୍ଷା ଜଳରେ ଧୋଇ ହୋଇଯାଇଥିବାରୁ ଯାତାୟାତ ବନ୍ଦ ରହିଛି । ଭୀଷ୍ମଗିରି ଗ୍ରାମ ନିକଟରେ ଚାଲିଥିବା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ନିର୍ମାଣ କରୁଥିବା ଠିକାଦାର କ୍ୟାମ୍ପରେ ବର୍ଷା ଜଳ ପଶିଯିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ୟାମ୍ପ ସମ୍ମୁଖରେ ଥିବା ଗାଡ଼ି, ଯନ୍ତ୍ରାଂଶ ଓ ସିମେଣ୍ଟ ମିକ୍ସର ମେସିନ ଭାସି ଯାଇଥିବା ଜଣାପଡିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme