Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆସନ୍ତାକାଲି ମହାପ୍ରଭୁଙ୍କ ପହିଲି ଭୋଗ ନୀତି

Posted on December 15, 2025

ଆସନ୍ତାକାଲି ପବିତ୍ର ଧନୁ ସଂକ୍ରାନ୍ତି।  ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ  ଆରମ୍ଭ ହେବ ପହିଲି ଭୋଗ ନୀତି। ପରମ୍ପରା ଅନୁଯାୟୀ ଏହି ଏକମାସ ମା ଲକ୍ଷ୍ମୀ ବାପଘରକୁ ଯାଇଥିବାରୁ ମା ଯଶୋଦା ମହାପ୍ରଭୁଙ୍କ ନିମନ୍ତେ ପ୍ରସ୍ତୁତ କରିଥାନ୍ତି ସୁସ୍ବାଦୁ ବ୍ୟଞ୍ଜନ। ତେବେ ପହିଲି ଭୋଗରେ ମହାପ୍ରଭୁଙ୍କୁ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ଲାଗି ହେବ । ଗୋପାଳବଲ୍ଲଭରେ ଏହି ପହିଲି ଭୋଗ ମହାପ୍ରଭୁଙ୍କ ନିକଟରେ ସମର୍ପଣ କରାଯିବ l ପହିଲି ଭୋଗ ପାଇଁ ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ରାତି ୨ଟା ରେ ଦ୍ବାର ଫିଟା ନୀତି ପରେ ମଙ୍ଗଳଆଳତୀ, ମଇଲମ, ଅବକାଶ ନୀତି ,ବେଶ ଶେଷ ହେବା ପରେ ପହିଲି ଭୋଗ ନୀତି ଆରମ୍ଭ ହେବ । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme