Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୭ ଦିନ ପରେ ଆସିଲା ଇଣ୍ଟରନେଟ, ସୁଧୁରୁଛି ମାଲକାନଗିରି ସ୍ଥିତି

Posted on December 15, 2025

ଧୀରେ ଧୀରେ ସୁଧୁରୁଛି ମାଲକାନଗିରି ସ୍ଥିତି। ପରିସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଆଜି ଦିନ ୧୨ ଟା ଯାଏ ଇଣ୍ଟରନେଟ ଉପରେ ଲାଗିଥିଲା କଟକଣା। ସ୍ଥିତି ସୁଧୁରିଥିବାରୁ କଟକଣା ଉଠିଛି। ୭ ଦିନ ପରେ ଇଣ୍ଟରନେଟ ଆସିଛି। ସେପଟେ ଏମଭି ୨୬ ଜଳାପୋଡ଼ା ଘଟଣାରେ ଗିରଫଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଆଗରୁ ହଟିଥିଲା ୧୬୩ ଧାରା। ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ସୁରକ୍ଷାକର୍ମୀ ମୁତୟନ କରାଯାଇଛି। ଶାନ୍ତି କମିଟି ବୈଠକ ହୋଇଥିଲା।

ଗୁଜବରେ ବିଶ୍ବାସ ନକରି ପ୍ରଶାସନ ଉପରେ ଭରସା ରଖିବା ଲାଗି ପରାମର୍ଶ ଦିଆଯାଇଛି।  ଜରୁରୀକାଳୀନ ହେଲ୍ପଲାଇନ୍ ୧୧୨କୁ ଡାଏଲ୍ କରିବାକୁ ଏସପି ବିନୋଦ ପାଟିଲ.ଏଚ ସୂଚନା ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme