Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆନ୍ଦୋଳନରୁ ଓହରିଲା ବିଜେଡି

Posted on December 16, 2025

ଆନ୍ଦୋଳନରୁ ଓହରିଲା ବିଜେଡି । ଧର୍ମଶାଳା ଘଟଣାରେ ଡିଜି କ୍ୟାମ୍ପ ଅଫିସ ସମ୍ମୁଖରେ ଦୁଇ ଦିନ ଧରି ଧାରଣା ଦେଇଥିଲା ବିଜେଡି । ଗତକାଲି ବିଜେଡିର ବିଧାୟକ ଓ ବରିଷ୍ଠ ନେତାମାନେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଗଣ୍ଡଗୋଳ ଘଟଣାରେ ମୋଟ ୪ଟି ମାମଲା ରୁଜୁ ହୋଇଛି ।

ପୋଲିସ ଡିଆଇଜି ଓ ଯାଜପୁର ଏସପିଙ୍କ ତତ୍ୱାବଧାନରେ ଏକାଧିକ ଟିମ ଗଠନ କରାଯାଇଛି । ସନ୍ଦିଗଧଙ୍କୁ ଧରିବାକୁ ଏବେ ବି ରେଡ ଜାରି ରହିଛି । ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବାର ପ୍ରତିଶ୍ରୁତି ପାଇବା ପରେ ଧାରଣା ପ୍ରତ୍ୟାହୃତ କରିଛି ବିଜେଡି । ସେପଟେ ପୋଲିସ ବିଭାଗକୁ ୫ ଦିନର ମହଲତ ଦେଇଛି ଦଳ । ୫ ଦିନରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାନଗଲେ ଡିଜି ଅଫିସ ସମେତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଚେତାବନୀ ଦିଆଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme