Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

Posted on December 16, 2025

ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି।  ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲିଭୋଗ ଲାଗି ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି । ଗୋପାଳବଲ୍ଲଭ ପରେ ପହିଲିଭୋଗ ନୀତି ସମ୍ପନ୍ନ ହେବ ।

ପହଲି ଭୋଗ ହେଉଛି ମହାପ୍ରଭୁଙ୍କର ଆଦ୍ୟ ଭୋଗ ଯାହା ବଡି ଭୋରୁ କାଉ କା କରିବା ପୂର୍ବରୁ ଲାଗି କରାଯାଏ । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମାନଙ୍କରେ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି। କଥିତ ଅଛି ଯେ, ଆଜିଠାରୁ ମାଆ ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି । ତେଣୁ ଶ୍ରୀମନ୍ଦିରରେ ମାଆ ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମାଆ ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି । ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ଯାଏଁ ପହଲିଭୋଗ ପ୍ରସ୍ତୁତ କରାଯାଏ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme