Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଦ୍ୟାଳୟରୁ ଚାଉଳ ହଡ଼ପ ଘଟଣାରେ ତାତିଲେ ଅଭିବାବକ,  ଫାଟକରେ ତାଲା ମାରି ପ୍ରତିବାଦ

Posted on December 16, 2025

ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଶିଖରପୁର ଉଚ୍ଚ ବିଦ୍ୟାଳୟରୁ ଚାଉଳ ହଡ଼ପ ଘଟଣାରେ ତାତିଲେ ଅଭିବାବକ। ଫଳରେ ବିଦ୍ୟାଳୟ ଫାଟକରେ ତାଲା ମାରି ପ୍ରତିବାଦ କରିବା ସହିତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଅଭିଭାବକ ଓ ସ୍ଥାନୀୟ ଜନତା।

ମିଳିଥିବା ସୂଚନା ଅନୁଯାୟୀ ଗତ ଦୁଇଦିନ ହେବ ବିଦ୍ୟାଳୟରୁ ପଞ୍ଚାୟତର ପୂର୍ବତନ ସରପଞ୍ଚ ବାଇକ ଯୋଗେ ଚାଉଳ ବୋହିବା ଘଟଣାର ଭିଡିଓ ଭାଇରାଲ ହୋଇଥିଲା। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇବା ସହିତ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଇଥିଲେ ସ୍ଥାନୀୟ ବାସିନ୍ଦା।

ତେବେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆଳରେ ବିଦ୍ୟାଳୟ କର୍ତୃପକ୍ଷଙ୍କୁ ଘଣ୍ଟ ଘୋଡ଼ାଯାଉଥିବା ବେଳେ ଘଟଣା ଚପାଇବାକୁ ଉଦ୍ୟମ ହେଉଥିବା ଅଭିଯୋଗ କରି ଆଜି ବହୁ ଅଭିଭାବକ ବିଦ୍ୟାଳୟ ଫାଟକରେ ତାଲା ମାରି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ସ୍ଥାନୀୟ ପଞ୍ଚାୟତ ବାସିନ୍ଦା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme