Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧଉଳି ଗଣଦୁଷ୍କର୍ମ ଘଟଣା ; କ୍ରାଇମ ସ୍ପଟ୍‌ରେ ମହିଳା କମିଶନ ସଦସ୍ୟା

Posted on December 16, 2025

ଭୁବନେଶ୍ୱର ଧଉଳି ଗଣଦୁଷ୍କର୍ମ ଘଟଣାରେ ପୁଲିସ୍‌ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ଅଛି । ପୁଲିସ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଇତି ମଧ୍ୟରେ ପୁଲିସ ନାବାଳିକା ଏବଂ ତାଙ୍କ ପୁରୁଷ ବନ୍ଧୁଙ୍କ ବୟାନ ରେକର୍ଡ କରିଛି । ସେପଟେ ଆଜି କ୍ରାଇମ ସ୍ପଟ୍‌ରେ ପହଞ୍ଚିଛନ୍ତି ମହିଳା କମିଶନ ସଦସ୍ୟା। ପ୍ରଥମେ ଧଉଳି ଥାନା ଯାଇ ଅନୁଧ୍ୟାନ କରିବା ପରେ କ୍ରାଇମ୍‌ ସ୍ପଟ୍‌ ରେ ପହଞ୍ଚିଥିଲେ। ଘଟଣାକୁ ଗୁରୁତର ସହ ନିଆଯାଇଛି ଏବଂ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବୁ ବୋଲି କହିଛନ୍ତି।

ସୂଚନା ମୂତାବକ ଧଉଳି ନିକଟରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୧୧ ତାରିଖରେ ନାବାଳିକା ପୁରୁଷ ବନ୍ଧୁଙ୍କ ସହ ଦୟାନଦୀ ପଠାକୁ ଯାଇଥିଲେ । ଏତିକି ବେଳେ ତିନିଜଣ ସେଠାରେ ପହଞ୍ଚି ସେଠାରୁ ସେମାନଙ୍କୁ ଲୁଟ୍‌ କରିଥିଲେ। ପରେ ସେମାନେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଧଉଳି ଥାନାରେ ଅଭିଯୋଗ ହୋଇଛି । ଏଥିରେ ପୀଡିତାଙ୍କର ବୟାନ ଅଦାଲତରେ ରେକର୍ଡ କରାଯାଇଛି । ପ୍ରଥମେ ପୀଡିତା ପ୍ରଥମେ ଲୁଟ୍‌ କଥା ଥାନାରେ ଅଭିଯୋଗ କରିଥିଲେ । ପ୍ରଥମେ ପୀଡିତା ଭୟରେ ଦୁଷ୍କର୍ମ କଥା କହିନଥିଲେ । ପରେ ପୁଲିସ ତଦନ୍ତକୁ ଦୁଷ୍କର୍ମ କଥା ଜାଣି ପାରିଥିଲା । ଏହାପରେ ପୁଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme