Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବଡ଼ ବୟାନ

Posted on December 16, 2025

ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ ଅସ୍ଥିରତା ଓ ଅନିଶ୍ଚିତତା ଭିତରେ ଗତି କରୁଛି। ଓଡ଼ିଶାରେ ସବୁ ରାଜନୈତିକ ଦଳରେ ଅସ୍ଥିରତା ଲାଗି ରହିଛି। ବିଜେଡି, ଭାଜପା ଓ କଂଗ୍ରେସରେ ଅସ୍ଥିରତା ରହିଛି। ଏଭଳି ବିଚିତ୍ର ସ୍ଥିତି ପାଇଁ ବଦଳିପାରେ ଓଡ଼ିଶା ରାଜନୈତିକ ସମୀକରଣ। କ୍ଷମତାସୀନ ଭାବୁଛି କ୍ଷମତାରେ ନାହିଁ, ବିରୋଧୀ ଭାବୁଛି ସିଏ କ୍ଷମତାସୀନ।ଏହା ଏକ ବିଚିତ୍ର ସ୍ଥିତି, ଯାହାଫଳରେ ବିକାଶ ହୋଇପାରୁନାହିଁ। ନିକଟ ଭବିଷ୍ୟତରେ କୌଣସି ନୂଆ ଦଳର ସମ୍ଭାବନା କରାଯାଇ ପାରିବ ନାହିଁ। କିନ୍ତୁ ସମୀକରଣ ବଦଳି ପାରେ, ସମୀକରଣ ବଦଳିବାକୁ ବେଶୀ ସମୟ ଲାଗେନି ବୋଲି ଅମର କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme