Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୨ ଘଣ୍ଟା ବନ୍ଦ ଦେବଗଡ଼, ସ୍ୱାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା

Posted on December 17, 2025

୧୨ଘଣ୍ଟିଆ ଦେବଗଡ଼ ବନ୍ଦ। ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ଜିଲ୍ଲା ମହିଳା ଏକତା ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ପ୍ରଭାବରେ ଦୋକାନ, ବଜାର ବନ୍ଦ ରହିବା ସହ ଯାତାୟାତ ଠପ୍ ହୋଇଯାଇଛି । ୪୯ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ଵରେ ଶହଶହ ଯାନବାହାନ ଅଟକି ରହିଛି । ତେବେ ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି । ବନ୍ଦ ପାଳନ ବେଳେ ଆନ୍ଦୋଳନକାରୀଙ୍କୁ ଉଠାଇ ନେଲା ପୋଲିସ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme