Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘୁଞ୍ଚିଲା ମାଟ୍ରିକ୍‌ ପରୀକ୍ଷା ପାଇଁ ପଞ୍ଜୀକରଣ, ୩୦ ଯାଏ ବଢିଲା ଅବଧି

Posted on December 17, 2025

 ୨୦୨୭ ହାଇସ୍କୁଲ୍‌ ସାର୍ଟିଫିକେଟ୍‌ ପରୀକ୍ଷା ପାଇଁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପଞ୍ଜୀକରଣ ଅବଧିକୁ ଆସନ୍ତା ୩୦ ତାରିଖ ଯାଏ ଘୁଞ୍ଚାଇ ଦିଆଯାଇଛି । ଏହି ଅବଧି ଆଜି ଶେଷ ହେଉଥିଲା । ଅନେକ ଛାତ୍ରଛାତ୍ରୀ ପଞ୍ଜୀକରଣ କରି ପାରି ନଥିବାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)କର୍ତ୍ତୃପକ୍ଷ ଉକ୍ତ ଅବଧିକୁ ବଢ଼ାଇ ଦେଇଛନ୍ତି ।

ଅନ୍‌ଲାଇନ୍‌ ଯୋଗେ ପ୍ରଧାନଶିକ୍ଷକମାନେ ଗତ ୩ ତାରିଖରୁ ନବମ ଛାତ୍ରଛାତ୍ରୀଙ୍କର ପଞ୍ଜୀକରଣ କରାଇ ଆସୁଥିଲେ । ମାଲକାନଗିରି ଜିଲ୍ଲାରେ ଇଣ୍ଟରନେଟ୍‌ ସେବା ବନ୍ଦ କରାଯିବା ଓ ରାଜ୍ୟରେ ଆଉ କିଛି ଉପାନ୍ତ ଜିଲ୍ଲାରେ ଇଣ୍ଟରନେଟ୍‌ ସମସ୍ୟାକୁ ନେଇ ହଜାର ହଜାର ଛାତ୍ରଛାତ୍ରୀ ସେମାନଙ୍କ ନାମ ପଞ୍ଜୀକୃତ କରାଇ ପାରି ନ ଥିଲେ । ଏଥିଲାଗି ଅଭିଭାବକ ନିରାଶ ହୋଇଥିଲେ । 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme