Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ

Posted on December 18, 2025

ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ ଆଶଙ୍କା । ଟ୍ରାଭେଲ ଆଡଭାଇଜରୀ ଜାରି କଲା ଏୟାର ଇଣ୍ଡିଆ । ଦିଲ୍ଲୀ ସମେତ ଉତ୍ତର ଓ ପୂର୍ବ ଭାରତରେ ଘନ କୁହୁଡ଼ି ଲାଗି ରହୁଛି । ବିଭିନ୍ନ ବିମାନବନ୍ଦରରେ ଦୃଶ୍ୟମାନ ଦୂର ହ୍ରାସ ଯୋଗୁ ବିମାନ ଚଳାଚଳ ପ୍ରଭାବିତ ହୋଇପାରେ । ଏଥିପାଇଁ ବିମାନ ଉଡ଼ାଣ ବିଳମ୍ବିତ ଆଶଙ୍କା ରହିଛି ।

ତେଣୁ ଯାତ୍ରୀଙ୍କ ଲାଗି ଟ୍ରାଭେଲ ଆଡଭାଇଜରୀ ଜାରି କରିଛି ଏୟାର ଇଣ୍ଡିଆ । ଯାତ୍ରୀଙ୍କୁ ଘରୁ ଶୀଘ୍ର ନ ବାହାରିବା ପାଇଁ କୁହାଯାଇଛି । ବିମାନ ବନ୍ଦରକୁ ଆସିବା ପୂର୍ବରୁ ଯାତ୍ରୀମାନେ ଏୟାର ଇଣ୍ଡିଆ ୱେବସାଇଟରେ ସେମାନଙ୍କ ଫ୍ଲାଇଟ ସ୍ଥିତି ଯାଞ୍ଚ କରିବାକୁ ପରାମର୍ଶ ଦିଆଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme