Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧଉଳି ଗଣଦୁଷ୍କର୍ମ ମାମଲାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ…

Posted on December 18, 2025

 ଧଉଳି ଗଣଦୁଷ୍କର୍ମ ମାମଲାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ହାତୀ । ମୁଖ୍ୟ ଅଭିଯୁକ୍ତ ସତ୍ୟପ୍ରକାଶ ହାତୀ ଓରଫ ଜୋକର ହାପିକୁ ଭୁବନେଶ୍ବରରୁ ଗିରଫ କଲା କମିଶନରେଟ ପୋଲିସ । ଘଟଣା ପରଠୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ । ଆଜି ମୁଖ୍ୟ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ । ପୂର୍ବରୁ ଏହି ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୋଲିସ । ଏବେବି ଧରାପଡିନାହାଁନ୍ତି ଆଉ ୨ ଅଭିଯୁକ୍ତ ।

ଅଭିଯୁକ୍ତମାନଙ୍କୁ ଧରିବା, ତୁରନ୍ତ ଘଟଣାର ପ୍ରମାଣ ସଂଗ୍ରହ କରିବା, ଦୋଷୀଙ୍କ ବିରୋଧରେ ତ୍ୱରିତ ଚାର୍ଜସିଟ୍ ଓ ଦଣ୍ଡବିଧାନ ପାଇଁ ରେଡ ଫ୍ଲାଗ ଅନ୍ତର୍ଭୁକ୍ତ କରାଯାଇଛି । ମାମଲାର ତ୍ୱରିତ କାର୍ଯାନୁଷ୍ଠାନ ଓ ମନିଟର କ୍ରାଇମବ୍ରାଞ୍ଚର ସିନିଅର୍ ଅଧିକାରୀ କରିବେ । ଘଟଣାର ଷ୍ଟାଟସ୍ ରିପୋର୍ଟ କ୍ରାଇମବ୍ରାଞ୍ଚର ଏଡିଜି ପ୍ରତି ମାସରେ ଡିଜିଙ୍କୁ ଅବଗତ କରିବେ । ଡିସେମ୍ବର ୧୦ ତାରିଖରେ ଧଉଳିରେ ଘଟିଥିବା ନାବାଳିକା ଗଣଦୁଷ୍କର୍ମ ଘଟଣା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme