Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମିଆଁମାରରେ ଭୂକମ୍ପ ଝଟକା, ତୀବ୍ରତା ୪.୪ 

Posted on December 18, 2025

ମିଆଁମାରରେ ଭୂକମ୍ପ ଝଟକା । ଭୂକମ୍ପର ତୀବ୍ରତା ୪.୪ ରହିଛି । ଭୂକମ୍ପର କେନ୍ଦ୍ରସ୍ଥଳ ୧୦୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଏହା ପୂର୍ବରୁ ୧୩ ଡିସେମ୍ବରରେ ୩.୯ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ୧୧୫ କିଲୋମିଟର ଗଭୀରତାରେ ଥିଲା । NCS ସୂଚନାନୁସାରେ ମିଆଁମାରରେ ୩.୮ ତୀବ୍ରତାର ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହା ୧୧ ଡିସେମ୍ବରର ହୋଇଥିଲା ବୋଲି  ଜଣାପଡିଛି । ମିଆଁମାର ସମୁଦ୍ର ନିକଟବର୍ତ୍ତୀ ଅଞ୍ଚଳରେ ଥିବାରୁ ସୁନାମୀ ହେବାର ସମ୍ଭାବନା ରହିଛି । କିନ୍ତୁ ଏଥର ହୋଇଥିବା ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ନାହିଁ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme