Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

SI ପରୀକ୍ଷା ସ୍କାମ୍, ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ

Posted on December 19, 2025

ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ଶଙ୍କର, ସୁରେଶ ଓ ସାଗର । ଏନେଇ ସ୍ବତନ୍ତ୍ର ସିବିଆଇ କୋର୍ଟ ଅନୁମତି ମିଳିଛି । ଝାରପଡ଼ା କାରାଗାରରୁ ୩ ଜଣଙ୍କୁ ନେଇ ପଚରାଉଚରା କରିବ ତଦନ୍ତକାରୀ ସଂସ୍ଥା । ଏହି ୩ ଅଭିଯୁକ୍ତ ଏସ୍ଆଇ ଅନିୟମିତତାର ମୁଖ୍ୟ କାର୍ପଟଦାର ବୋଲି ଦର୍ଶାଇଛି ସିବିଆଇ । ବିଶେଷ କରି ଶଙ୍କର ଠାରୁ ହଜାରେ କୋଟି ଟଙ୍କା ଡିଲ୍, ପ୍ରଚ୍ଛଦପଟରେ ଥିବା ବ୍ୟକ୍ତିଙ୍କ ଭୂମିକା କଣ ଥିଲା ତାହା ଜାଣିବା ପାଇଁ CBI ଯୋଜନା କରିଛି । ସୁରେଶଠାରୁ ମଧ୍ୟ ଅନେକ ପ୍ରମାଣ ଯୋଗାଡ଼ କରିବ CBI । ସେହିପରି ଆଶାୟୀ ଓ ଦଲାଲଙ୍କ ୧୩୩ଟି ମୋବାଇଲ ସିବିଆଇ ନେଇଛି । ସେହି ଫୋନ୍ ରୁ ଡିଲିଟ ହୋଇଥିବା ଡାଟା ରିକଭରି ପାଇଁ ଏକ ସଂସ୍ଥାକୁ ପଠାଇବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme