Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର ; ସହାୟତାର ହାତ ବଢ଼ାଇଲେ ବିଧାୟକ

Posted on December 19, 2025

ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି । ଗ୍ରାମର ଵିଶ୍ଵନାଥ ମଳିକ ଓ ଶୁଶାନ୍ତ ମଳିକଙ୍କର ୨ଵଖରା ଲେଖାଏ ଘର ଜଳି ଯାଇଥିବା ଜଣାପଡିଛି  । ଘରେ ଥିବା ସମସ୍ତ ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଛି ।

ଖବର ପାଇ ଭୁଵନ ଦମକଳ ବାହିନୀ ପହଞ୍ଚିଵା ପୂର୍ବରୁ ସମସ୍ତ ଆସବାବ ପତ୍ର ପାଉଁଶ ହୋଇଯାଇଥିଲା । ଶୁକ୍ରବାର ସକାଳ ସମୟରେ କାମାକ୍ଷାନଗର ବିଧାୟକ ଶତୃଘ୍ନ ଜେନା ପହଞ୍ଚି କ୍ଷତିଗ୍ରସ୍ତ ପରିଵାରଙ୍କୁ ସାହଯ୍ୟ କରିଵା ସହିତ ପ୍ରଶାସନିକ ଅଧିକାରୀ ତଥା ଭୁବନ ଵିଡିଓ ,ତହସିଲଦାର ଓ ରାଜସ୍ବ ନିରିକ୍ଷକଙ୍କୁ ଡାକି ସମସ୍ତ ସହାୟତା ବ୍ୟବସ୍ଥା କରିଥିଲେ । କ୍ଷତିଗ୍ରସ୍ତ ପରିବାରଙ୍କୁ ସୁଖିଲା ଖାଦ୍ୟ ଓ ପଲିଥିନ ଯୋଗାଇ ଦିଆଯିବା ସହିତ ଯଥା ଶିଘ୍ର ଆବାସ ଯୋଜନାରେ ଗୃହ ଯୋଗାଇ ଦେବା ପାଇଁ ବିଧାୟକ କହିଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme