Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ

Posted on December 19, 2025

ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍‌ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଘଟଣାକୁ ନେଇ ଜିଲାପାଳ ଦିଲ୍ଲୀପ କୁମାର ରାଉତରାୟ ତୁରନ୍ତ ବାସୁଦେବପୁର ତହସିଲଦାରଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରାଜସ୍ବ ନିରୀକ୍ଷକ ଯୋଗେନ୍ଦ୍ର ମାଝୀଙ୍କୁ ଅନ୍ୟତ୍ର ବଦଳି କରାଯାଇଥିବା ବେଳେ ବେସରକାରୀ ଭାବରେ କାର୍ଯ୍ୟରତ ପିଅନ କାଳିଆ ବେହେରାଙ୍କୁ ଚାକିରିରୁ ବିଦା କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme