Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର

Posted on December 19, 2025

ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୯ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୭ ପଇସା ରହିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme