Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା

Posted on December 20, 2025

ରାଜଧାନୀ ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍ ।  ପାୱାରହାଉସ ଛକ ଟ୍ରାଫିକ ପୋଷ୍ଟରେ ଛିଡ଼ା ହୋଇଥିବା କାରକୁ ଧକ୍କା ଦେଲା ହାଇୱା ।  ରେଡ୍ ସିଗନାଲ ଥିବାରୁ କାରଟି ଟ୍ରାଫିକ୍ ପୋଷ୍ଟରେ ଛିଡା ହୋଇଥିବା ବେଳେ, ଅଚାଚନକ ଆସି ଧକ୍କା ଦେବା ସହ କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଇଥିଲା ।

ଦୁର୍ଘଟଣାରେ କାରଟି ଭାଙ୍ଗି ରୁଜି ଯାଇଛି, ତେବେ ସୌଭାଗ୍ୟ ବଶତଃ କାର ମାଲିକ ତଥା ଚାଳକଙ୍କ କୌଣସି କ୍ଷତି ହୋଇନି ।  ସେପଟେ ରାତିସାରା ଅନିଦ୍ରା ହୋଇ ଗାଡି ଚଳାଉଥିବାରୁ ଜାଣିପାରିନଥିବା କହିଛନ୍ତି ହାଇୱା ଡ୍ରାଇଭର ।  ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିବା ସହ ହାଇୱା ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme