Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୪୧ ନକ୍ସଲଙ୍କ ଆତ୍ମସମର୍ପଣ, ମୁଣ୍ଡ ଉପରେ ଥିଲା ୧.୪୬ କୋଟି ଟଙ୍କାର ପୁରସ୍କାର

Posted on December 20, 2025

ତେଲଙ୍ଗାନାରେ ମାଓ ସଙ୍ଗଠନକୁ ଝଟ୍‌କା ଲାଗିଛି । ସିପିଆଇ ସଂଗଠନର ୪୧ ଜଣ ନକ୍ସଲ ଶୁକ୍ରବାର ହାଇଦ୍ରାବାଦ ପୁଲିସ ସାମ୍ନାରେ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୬ ଜଣ ବରିଷ୍ଠ କ୍ୟାଡର ନକ୍ସଲ ରହିଛନ୍ତି ।

ଡିଜିପି କହିଛନ୍ତି, ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରେ ଛତିଶଗଡ଼ର ୩୯ଜଣ ସାମିଲ । ଏମାନେ ହିଂସା ତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଘୋଷଣା କରିଛନ୍ତି । ଏଥିସହ ୨୪ଟି ଅସ୍ତ୍ରଶସ୍ତ୍ର ହସ୍ତାନ୍ତର କରିଛନ୍ତି । ସେଥିମଧ୍ୟରେ ଇନ୍ସାସ ଏଲ୍ଏମଜି, ଏକେ-୪୭, ଏସ୍ଏଲଆର୍ ଏବଂ ୭୩୩ କାର୍ତୁସ୍ ରହିଛି । ଏହି ନକ୍ସଲମାନେ ନିଜର ବରିଷ୍ଠ ନେତୃତ୍ୱଙ୍କ ଉପରେ ଅସନ୍ତୁଷ୍ଟ ଥିଲେ । ଆତ୍ମସମର୍ପଣ କରିଥିବା ୪୧ ଜଣ ନକ୍ସଲଙ୍କ ଉପରେ ମୋଟ ୧.୪୬ କୋଟି ଟଙ୍କାର ପୁରସ୍କାର ଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme