Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସରୁନି ସଂଘର୍ଷ ; ୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା

Posted on December 20, 2025

ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତର ବାଗଲପୁର ଗ୍ରାମରେ। ଗ୍ରାମର ଜଣେ ଗରିବ କଳାକାର ବଳିଆ ଦାସ ଦୀର୍ଘ ୧୨ ବର୍ଷ ଧରି ଖଣ୍ଡେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ସଂଘର୍ଷ କରୁଥିଲେ ମଧ୍ୟ ସଫଳ ହୋଇପାରିନାହାନ୍ତି।
ତାଙ୍କୁ ଜାଣିଶୁଣି ଅଣଦେଖା କରାଯାଉଛି କି ବୋଲି ସେ କ୍ଷୋଭର ସହ କହିଛନ୍ତି। ପଞ୍ଚାୟତଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ସମସ୍ତଙ୍କୁ ଗୁହାରି କରି ନିରାଶ ହେବା ପରେ ଏବେ ସେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ସରକାରଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି। ଜଣେ କଳାକାରଙ୍କୁ ମୌଳିକ ସୁବିଧାରୁ ବଞ୍ଚିତ କରିବା ପ୍ରଶାସନର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ
  • ରାସ୍ତା କଡରେ ମଣିଷ ଖପୁରୀ, କେଉଁଠାରୁ ଓ କେମିତି ଆସିଲା ତାର କାରଣ ଅସ୍ପଷ୍ଟ
  • ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (463)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme