Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଜଣା ଗାଡିକୁ ଧକ୍କା ଦେଲା ବାଇକ୍, ଜଣେ ମୃତ

Posted on December 20, 2025

ନୟାଗଡ଼ ଜିଲ୍ଲା ରଣପୁର ଥାନା ରାଜ ସୁନାଖଳା ଫାଣ୍ଡି ଅନ୍ତର୍ଗତ 57 ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡିକୁ ମୋଟର ସାଇକେଲ ଧକ୍କା ଦେଇଛି। ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ପାନନଗର ଗାଁର ଅଜୟ ମହାନ୍ତି ଙ୍କ ପୁଅ ଶୁଭମ୍ ମହାନ୍ତି(୧୭) ବୋଲି ଜଣାପଡିଛି। ଗୁରୁତର ଯୁବକ ରାଜେନ୍ଦ୍ର ତାରେଣିଆ(୧୭)ଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ଭୁବନେଶ୍ୱର ଏମସ୍ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ରାଜ ସୁନାଖଳା ଫାଣ୍ଡି ଉପ ନିରୀକ୍ଷକ ରମେଶ ଚନ୍ଦ ଯେନା ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme