Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା, ଗିଲ୍ ଆଉଟ

Posted on December 20, 2025

ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ଦଳ ଘୋଷଣା କରିଛନ୍ତି । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ ମୁକାବିଲା ।

ଟି୨୦ ବିଶ୍ବକପରୁ ବାଦ ପଡିଛନ୍ତି ଶୁବମନ ଗିଲ୍ । ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଦାୟିତ୍ବ ମିଳିଥିବା ବେଳେ ଅକ୍ଷର ପଟେଲଙ୍କୁ ଉପଅଧିନାୟକ ଦାୟିତ୍ବ ମିଳିଛି । ସଞ୍ଜୁ ସାମସନ, ଈଶାନ କିଷନଙ୍କୁ ଟିମରେ ସ୍ଥାନ ମିଳିଛି ।

ଭାରତୀୟ ସ୍କ୍ବାର୍ଡ : ସୂର୍ଯ୍ୟକୁମାର ଯାଦବ( ଅଧିନାୟକ), ଅକ୍ଷର ପଟେଲ ( ଉପ ଅଧିନାୟକ), ସଞ୍ଜୁ ସାମସନ, ଈଶାନ କିଷନ, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରିଙ୍କୁ ସିଂ, ଜସପ୍ରୀତ ବୁମରା, ହର୍ଷିତ ରାଣା, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ୱାଂଶିଟନ ସୁନ୍ଦର ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ; ରତ୍ନଭଣ୍ଡାର ଗଣତି ନେଇ ଆସିପାରେ ବଡ଼ ଘୋଷଣା ।
  • ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ
  • ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?
  • ଡକାୟତିରେ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି
  • ନିପା ଭାଇରସକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (462)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,492)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme