Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କୋରାପୁଟକୁ ୫୪୫ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ ଭେଟି…

Posted on December 22, 2025

 କୋରାପୁଟକୁ ୫୪୫ କୋଟିର ଭେଟି । ପରବର ଚତୁର୍ଥ ସନ୍ଧ୍ୟାରେ ଯୋଗଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ଉପହାର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଜିଲ୍ଲା ପାଇଁ ୫୪୫ କୋଟିରେ ୮୬ଟି ପ୍ରକଳ୍ପ ରହିଛି । ୫୨୧ କୋଟି ଟଙ୍କାର ୭୦ଟି ପ୍ରକଳ୍ପ ପାଇଁ ସେ ଭିତ୍ତିପ୍ରସ୍ତର ଦେଇଛନ୍ତି । ୨୪କୋଟିର ୧୬ଟି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

କୋରାପୁଟ କେବଳ ଓଡିଶା ନୁହେଁ ବର୍ତ୍ତମାନ ବିଶ୍ୱରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କଲାଣି । ଏଠାକାର କଫି, ମାଣ୍ଡିଆ, କଳାଜିରା ଧାନ ଓ କୋଟପାଡ଼ ମିରିଗlନି ଶାଢ଼ୀ ବିଶ୍ୱ ସ୍ତରରେ ତାର ବିଶେଷତ୍ୱ ତିଆରି କରିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି କୋରାପଟ ମାଟି ସମାଜରେ ଶାନ୍ତି , ସରଳତା ଓ ଭଲ ପାଇବାର ମହକ ବାଣ୍ଟିଥାଏ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme