Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାଣନ୍ତୁ ଆଜିର ସୁନା ଓ ରୁପା ଦାମ୍ …

Posted on December 22, 2025

 ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୫,୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୪,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୫,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୪,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୫,୪୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୪,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୬,୧୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୪,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୫,୨୮୦ ଓ ୧,୨୪,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୯,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme