Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ…

Posted on December 22, 2025

ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା କହିଛନ୍ତି ଠିକ୍‌ କହିଛନ୍ତି, ପାଣ୍ଡିଆନ୍‌ ଆମ ନେତା ନୁହଁନ୍ତି । ଆମର ଜଣେ ନେତା ନବୀନ ପଟ୍ଟନାୟକ । ଦଳରେ ଗୋଷ୍ଠୀ କନ୍ଦଳ ନାହିଁ, ସମସ୍ତେ ଠିକ୍ ଓ ସଂଗଠିତ ଅଛନ୍ତି । ଭୋଜିଭାତକୁ ଗୋଷ୍ଠୀକନ୍ଦଳ କହିବା ଠିକ୍ ନୁହେଁ ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ ।

ପ୍ରକାଶଥାଉକି, ଗତକାଲି ସମ୍ବିତ ରାଉତରାୟ କହିଥିଲେ ଯେ, ୨୦୨୬ରେ ବହୁତ କିଛି ହେବ। ନିର୍ବାଚନରେ ଅନେକ କିଛି ଘଟଣା ଘଟିଗଲା। ଦୂର ନେତାଙ୍କ ସହ ଦେଖା ହୋଇ ନ ଥିଲା, ସେଥିପାଇଁ ଭୋଜି। ଏହା କୌଣସି ମେଳି ନ ଥିଲା। ସରକାର ଥିବା ବେଳେ ପାଣ୍ଡିଆନ ଗୋଟିଏ ଫ୍ୟାକ୍ଟର ଥିଲା, ଜଣେ ଗୁଡ୍‌ ମ୍ୟାନେଜର। କିନ୍ତୁ ନେତା ହିସାବରେ ଆମେ ତାଙ୍କୁ କେବେ ମାନି ନାହୁଁ ବୋଲି ସମ୍ବିତ କହିଥିଲେ । ଆଜି ତାଙ୍କ ବୟାନକୁ ସମର୍ଥନ କରିଛନ୍ତି ପ୍ରମିଳା ମଲ୍ଲିକ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ; ରତ୍ନଭଣ୍ଡାର ଗଣତି ନେଇ ଆସିପାରେ ବଡ଼ ଘୋଷଣା ।
  • ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ
  • ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?
  • ଡକାୟତିରେ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି
  • ନିପା ଭାଇରସକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (462)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,492)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme