Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନିଆଁ ଲାଗି ଜଳିଗଲା ଘର, କାରଣ ଅସ୍ପଷ୍ଟ

Posted on December 23, 2025

ହୁତୁହୁତୁ ହୋଇ ଜଳିଗଲା ଘର। ନିଆଁ ଲାଗି ଜଳିଗଲା ଘରର ଆସବାବପତ୍ର ସହ ଅତି ଆବଶ୍ୟକୀୟ ସାମଗ୍ରୀ । ତେବେ ଯାଜପୁର ଜିଲ୍ଲା ପାଣିକୋଇଲି ପଞ୍ଚାୟତ ଅନ୍ତର୍ଗତ ଚିତରା ସାହିରେ ଏହି ଘଟଣା ଘଟିଛି।

ସୂଚନା ମୁତାବକ, ଆଜି ସକାଳ ସମୟରେ କୌଣସି କାରଣ ବଶତଃ ଚିତରା ସାହିର ଏକ ଚାଳ ଛପର ଘରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବାବେଳେ ସ୍ଥାନୀୟ ଲୋକେ ଉକ୍ତ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିଲେ । ଏନେଇ ଖବର ପାଇ ଘଟଣାସ୍ଥଳରେ ଯାଜପୁର ରୋଡ଼ ଓ ବୈତରଣୀ ରୋଡ ଅଗ୍ନିଶମ ଗାଡି ପହଞ୍ଚି ନିଆଁଙ୍କୁ ଆୟତ୍ତ କରୁଥିବା ଜଣାପଡିଛି। ଉକ୍ତ ପରିବାରଟି ଗରିବ ଶ୍ରେଣୀରେ ହୋଇଥିବାକୁ ସରକାରୀ ସହାୟତା ପାଇଁ ଗ୍ରାମବାସୀମାନେ ଦାବୀ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme