Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ…

Posted on December 23, 2025

ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ । ରାଜଧାନୀରେ ଦେଖିବାକୁ ମିଳିଛି ଲମ୍ବାଲାଇନ । ଅଧିକ ଫାଇନ ଓ ପେଟ୍ରୋଲ ନ ମିଳିବା ଭୟରେ PUCC ପଏଣ୍ଟମାନଙ୍କରେ ଲାଗିଛି ଏହି ଲମ୍ବା ଲାଇନ । ବାଇକ ଅଟୋ ଓ କାର ନେଇ ଦୀର୍ଘ ସମୟ ଧରି ଧାଡ଼ିରେ ଛିଡ଼ା ହୋଇଛନ୍ତି ଗାଡ଼ି ଚାଳକ। ନୂଆ ବର୍ଷରୁ ଏହି ନିୟମ କଡାକଡି ପାଳନ କରାଯିବାକୁ ଘୋଷଣା ହୋଇଥିବାରୁ ଲୋକଙ୍କ ମଧ୍ୟରେ ଦେଖା ଦେଇଛି ତତ୍ପରତା  ।

ସେହିପରି ପେଟ୍ରୋଲ ପମ୍ପ କର୍ମଚାରୀ ମାନେ ମଧ୍ୟ ପେଟ୍ରୋଲ ପମ୍ପରେ ଗ୍ରାହକଙ୍କୁ ସଚେତନ କରିବେ । ପେଟ୍ରୋଲ ପମ୍ପ ନିକଟରେ pucc ସାର୍ଟିଫିକେଟ କରିବାକୁ ମଧ୍ୟ ବ୍ୟବସ୍ଥା କରାଯିବ । ନିଷ୍ପତ୍ତି ଅନୁଯାୟୀ ପ୍ରଥମଥର ପାଇଁ pucc ଚାଲାଣ କାଟୁଥିଲେ, ଛାଡ଼ କରାଯିବ। ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ପଲ୍ୟୁସନ ସାର୍ଟିଫିକେଟ ନଥିଲେ ଗାଡ଼ିକୁ ମିଳିବନି ପେଟ୍ରୋଲ । ସେପଟେ ସରକାରଙ୍କ ଏ ନିଷ୍ପତ୍ତିକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଥିବା ବେଳେ ଗହଳିକୁ ଏଡ଼ାଇବାକୁ ବିକଳ୍ପ ବ୍ୟବସ୍ଥା କରିବାକୁ ଦାବି ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme