Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରେକର୍ଡ ସ୍ତରରେ ସୁନା ଦର, ଜାଣି ନିଅନ୍ତୁ ଆଜିର ଦର…

Posted on December 23, 2025

ରେକର୍ଡ ସ୍ତରରେ ସୁନା ଦର। ଆଜି ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମ ୨୪ ଶହ ଟଙ୍କା ବୃଦ୍ଧି। ଦର ବୃଦ୍ଧି ହୋଇ ୧୦ ଗ୍ରାମ ପିଛା ୧ ଲକ୍ଷ ୩୮ ହଜାର ୫ଶହ ୫୦ ଟଙ୍କାରେ ପହଞ୍ଚିଛି। ସେହିପରି ୨୨ କ୍ୟାରେଟ ୨୨ ଶହ ଟଙ୍କା ବୃଦ୍ଧି ପାଇ ହେଲା ୧ ଲକ୍ଷ ୨୭ ହଜାର ଟଙ୍କା। ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୮,୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୭,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୮,୫୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୭,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୮,୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୭,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୮,୭୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୭,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୯,୩୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୭,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୮,୫୫୦ ଓ ୧,୨୭,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୨୩,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme