Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ଅଭିଯୁକ୍ତ ଗିରଫ 

Posted on December 24, 2025

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ଅଭିଯୁକ୍ତ ଗିରଫ । ମୁଖ୍ୟ ଅଭିଯୁକ୍ତକୁ ସତ୍ୟବ୍ରତ ଦାସକୁ ଗିରଫ କଲା ପୋଲିସ । ଜଗତସିଂହପୁରରେ ଶ୍ବଶୁର ଘରେ ଲୁଚି ରହିଥିଲା ଅଭିଯୁକ୍ତ । ପୋଲିସର ସ୍ବତନ୍ତ୍ର ଟିମ୍ ଚଢାଉ କରି ଗିରଫ କରିଛି । ଅଭିଯୁକ୍ତର ଗିରଫ ଦାବିରେ ସାରା ରାତିରେ ଧାରଣା ଦେଇଥିଲେ ସ୍ଥାନୀୟ ଲୋକ । ଏବେବି ଉତ୍ତେଜନା ଜାରି ରହିଛି ।  ପୋଲିସ ସହ ଧସ୍ତାଧସ୍ତି ହୋଇଛନ୍ତି ସ୍ଥାନୀୟ ଲୋକ । ବାଲିଗାଁ ଓ ମଧୁବାବୁ ଛକରେ ନିଆଁ ଜାଳି ରାସ୍ତା ରୋକ କରିଛନ୍ତି ।

ଗତକାଲି ସକାଳେ ୧୦ ବର୍ଷିୟା ନାବାଳିକା ନିଖୋଜ ଥିଲେ । ପରେ ସନ୍ଧ୍ୟାରେ ବାଲିଗାଁ ପଞ୍ଚାୟତ ଅଫିସ ପରିସରରୁ ନାବାଳିକାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଥିଲା । ନାବାଳିକାକୁ ଦୁଷ୍କର୍ମ କରି ଅନ୍ଧକାର ଭିତରେ ବୁଦାଳିଆ ସ୍ଥାନରେ ପରିତ୍ୟକ୍ତ ଅବସ୍ଥାରେ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme