Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନଦୀରେ ଭାସୁଛି ଅଜଣା ମୃତଦେହ, ତଦନ୍ତ କରୁଛି ପୁଲିସ

Posted on December 25, 2025

ଇବ୍ ନଦୀରେ ଭାସୁଛି ଅଜଣା ମୃତଦେହ । ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ଅନ୍ତର୍ଗତ ବାଙ୍କିଡିହି ଗ୍ରାମର କଦମକୁଦର ଗାଧୁଆ ଘାଟ ନିକଟରେ ଏକ ଅଜଣା ମୃତଦେହ ଭାସୁଛି। ସ୍ଥାନୀୟ ଲୋକେ ଏନେଇ ପୁଲିସକୁ ସୂଚନା ଦେଇଥିଲେ। ଖବର ପାଇ କିଞ୍ଜିରକେଲା ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି।

ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ଆଖପାଖ ଅଞ୍ଚଳରେ ଉଦବେଗ ପ୍ରକାଶ ପାଇଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୁଲିସ କହିଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme