Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘରୋଇ କଲହକୁ ନେଇ ବିଭତ୍ସ ହତ୍ୟା, ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

Posted on December 25, 2025

ଘରୋଇ କଲହକୁ ନେଇ ବିଭତ୍ସ ହତ୍ୟା । ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। ବଲାଙ୍ଗୀର ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି। ମୃତ ମହିଳା ଜଣକ ହେଲେ ତପ ମଲ୍ଲିକ। ଘଟଣାସ୍ଥଳରେ ଦେଓଗାଁ ପୁଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତ ମହାଦେବ ତାଙ୍କ ସ୍ତ୍ରୀ ତପଙ୍କ ସହ ଘରେ ଶାଶୁ ଶ୍ବଶୁର, ଭାଇ ସମସ୍ତେ ଥିବା ସମୟରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏନେଇ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ମୃତଦେହକୁ ବାହାରକୁ ନେଇ ଯିବା ବେଳେ ଅନ୍ୟମାନେ ମହାଦେବଙ୍କୁ ଅଟକାଇ ଥିଲେ। ଏଥିସହ ତାଙ୍କୁ ମାଡ଼ ମାରି ମୃତଦେହକୁ ତାଙ୍କ ଠାରୁ ଉଦ୍ଧାର କରିଥିଲେ। ଏହାପରେ ଗାଁଲୋକେ ପୁଲିସକୁ ଖବର ଦେଇ ହତ୍ୟାକାରୀ ସ୍ୱାମୀକୁ ପୁଲିସକୁ ଦେଇଥିଲେ। ତେବେ ମହାଦେବ ମାନସିକ ବିକୃତ ଥିବା ନେଇ ପରିବାର ଲୋକ କହିଛନ୍ତି। ଏନେଇ ପୁଲିସ ଏକ ମାମଲା ରୁଜୁ କରି ହତ୍ୟାର କାରଣ ଖୋଜୁଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme